Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

12/07/2020 at 7:19 PM

ମେଷ – ସତର୍କ ନ ରହିଲେ ପ୍ରତାରିତ ହେବେ । କଠୋର ସ୍ୱଭାବର ଏବଂ ପରାକ୍ରମୀ ହୋଇପାରନ୍ତି । ଚତୁର ଓ ଧନଯୁକ୍ତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – ସ୍ୱ ଇଚ୍ଛାରେ କାର୍ଯ୍ୟ ସଂପାଦନ କରିବେ । କର୍ମରେ ଉନ୍ନତି ଘଟିବ । ଶୁଭ ଖବର ପାଇ ଖୁସି ହେବେ । ଗୁରୁକୃପା ଲାଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।

ମିଥୁନ – ସମ୍ମାନିତ ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ପାରିବାରିକ ଓ ବ୍ୟବସାୟରେ ଲାଭବାନ ହେବେ । ବନ୍ଧୁ ମିଳନ ଘଟିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଜଟିଳ ସମସ୍ୟାର ସୁ ସମାଧାନ କରିପାରନ୍ତି । ପରୋପକାରରେ ବ୍ରତୀ ହୋଇପାରନ୍ତି । ଶୁଭାଶୁଭ ମିଶ୍ରିତ ଫଳ ମିଳିବ । ବିଦ୍ୟାରୂପକ ମହାଧନ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ନିର୍ଭୟରେ କାର୍ଯ୍ୟ କରି ଚାଲିବେ । ଧନକ୍ଷୟ ହେବାର ସମ୍ଭାବନା ଅଛି । କ୍ଳାନ୍ତି ଓ ଅବସାଦର ସମ୍ମୁଖୀନ ହୋଇପାରନ୍ତି । ପରଚର୍ଚ୍ଚାରୁ ବିରତ ହେବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ବନ୍ଧୁ ମିଳନରେ ଉପକୃତ ହେବେ । ସମ୍ମାନିତ ହେବେ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟିି ହେବ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – କାର୍ଯ୍ୟ ହାସଲ କରିବାକୁ ହେଲେ କ୍ରୋଧ ସମ୍ବରଣ କରିବାକୁ ପଡିବ । ବନ୍ଧୁଙ୍କ ସହ-ଯୋଗ ମିଳିବ । କାର୍ଯ୍ୟ ସମ୍ପାଦନର ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ଚିନ୍ତାଗ୍ରସ୍ତ ହୋଇପାରନ୍ତି । ବହୁ ସୁଖର ଅଧିକାରୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ପାରଙ୍ଗମ ହେବେ । ହର୍ଷଯୁକ୍ତ , ଶୁଦ୍ଧ ଭାଷୀ ଓ ଧନଶାଳୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ସାଧନା ଫଳବତୀ ହେବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରି ଗଢି ତୋଳିବେ । ଶତ୍ରୁ ଦମନରେ ପାରଙ୍ଗମ ହେବେ । ଆଇନାନୁ-ମୋଦିତ କାର୍ଯ୍ୟ କରି ଆଦର୍ଶବାଦୀ ନୀତି ସୃଷ୍ଟି କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି । ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ – ନୀତିରୁ ବିଚ୍ୟୁତ ହେବେ ନାହିଁ । ଦେବପୂଜାରେ ନିଜକୁ ନିୟୋଜିତ କରିପାରନ୍ତି । ନାନାବିଧ ସୁଖର ଅଧିକାରୀ ହୋଇପାରନ୍ତି । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମୀନ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ । ମଙ୍ଗଳମୟ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।

   Related Posts