Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ରାଶିଫଳ: ଜାଣନ୍ତୁ ସୋମବାର କେମିତି କଟିବ ଆପଣଙ୍କ ଦିନ

6/12/2020 at 6:00 PM

ମେଷ – କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ମୃଗଶିରା ନକ୍ଷତ୍ର ସମ୍ପର୍କୀୟଙ୍କ ସହ-ଯୋଗରୁ ଉପକୃତ ହେବେ । ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡିପାରେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନୟତାରୁ ହୋଇଯିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ । 

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – କର୍ମକ୍ଷେତ୍ରରେ ସହକର୍ମୀମାନେ ଏକଜୁଟ ହୋଇ ହାଇରାଣରେ ପକାଇପାରନ୍ତି । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ । ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ସିଂହ – ପ୍ରକାଶ୍ୟରେ କିଛି ନ କହିପାରିଲେ ମଧ୍ୟ ବନ୍ଧୁଙ୍କ ଅଶାଳୀନ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ପୂର୍ବାଫାଲଗୁନୀ ନକ୍ଷତ୍ର ଲୋକମାନଙ୍କ କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବିଝିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ  ବୁଧକାରକ ଚେର ବ୍ୟବହାର କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘର ପାଇଁ ସମୟ ପାଇବେ ନାହିଁ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେବାରୁ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ସ୍ୱାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୨ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – ସ୍ୱାସ୍ଥ୍ୟ ଅପରିବର୍ତ୍ତିତ ରହିଥିଲେ ମଧ୍ୟ ନିଜ ଅବହେଳା ଜନିତ କୌଣସି ସମସ୍ୟା ଦେଖାଦେଇପାରେ। ଅପୂରଣୀୟ ଆଶା କ୍ରମଶଃ ମାନସିକ ସ୍ତରକୁ ନିରୁତ୍ସାହିତ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ସମୟ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିଥିଲେ ମଧ୍ୟ କେତେକ କ୍ଷେତ୍ରରେ ନିଜ ଦୋଷରୁ ସମସ୍ୟା ସୃଷ୍ଟି ହୋଇପାରେ। ବିନା ଦୋଷରେ ବନ୍ଧୁଙ୍କ ଘରୋଇ ଝମେଲା ଭିତରକୁ ଟାଣି ହୋଇଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – କାମଗୁଡିକ ବାରମ୍ବାର ପ୍ରତିରୋଧ ମଧ୍ୟରେ ଅଟକି ଯାଉଥିବା କାରଣରୁ ମନସ୍ତାପ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ  – ସାମାଜିକ ସ୍ତରରେ ଗତକାଲିର ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ । ଆପଣଙ୍କ ଅନୁରୋଧ କ୍ରମେ ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ସହଜ ଓ ସରଳଭାବରେ ଆଜିର ଜୀବନଯାତ୍ରା ପ୍ରୀତିପ୍ରଦ ରହିବ । ରେବତୀ ନକ୍ଷତ୍ର ପାଇଁ ପାରିବାରିକ ପ୍ରତିରୋଧ ହେତୁ କେତେକ କାମ ଅଟକି ଯାଇପାରେ । ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

   Related Posts