Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ରାଶିଫଳ: ଜାଣନ୍ତୁ ସୋମବାର କେମିତି କଟିବ ଆପଣଙ୍କ ଦିନ

13/12/2020 at 10:57 PM

ମେଷ – ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦସ୍ତଙ୍ଘ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ । ଅଫିସ୍ କାମରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ପାରିବାରିକ କ୍ଷେତ୍ରରେ ଭଉଣୀଙ୍କ ସାହାର୍ଯ୍ୟ ପ୍ରତିଶ୍ରୁତିରୁ ଆଶ୍ୱସ୍ତି ଲାଭ କରିବେ । ଅଭିଳଷିତ ଦ୍ରବ୍ୟପ୍ରାପ୍ତିରେ ଅସହଯୋଗର ସମ୍ମୁଖୀନ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଯୋଗୁଁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ଉପକୃତ ହେବେ ଓ ମାନସିକ ଦ୍ୱନ୍ଦ୍ୱରୁ ରିହାତି ପାଇବେ । ସହକର୍ମୀଙ୍କ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ । 

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ଆଜି ଆକସ୍ମିକ ଭାବେ ପୁନଃ ପ୍ରତିଷ୍ଠିତ ହେବେ । ଭାବପ୍ରବଣ ବଶତଃ କିଛି କହି ଅପଦସ୍ଥ ହୋଇପାରନ୍ତି । ବାନ୍ଧବୀଙ୍କ ସହ ଆଳାପରେ ସମୟ କଟାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ମାନସିକ ଅବସାଦ ବଢିବା କାରଣରୁ କୌଣସି କାମ ଉତ୍ସାହିତ ହେବ ନାହିଁ । କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ହାତକୁ ମେଳରେ ରହିବାର ସୁଯୋଗ ପାଇ ସାମୟିକ ଦୁଃଖକୁ ଭୁଲିଯିବେ । ପଡୋଶୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ପାରିବାରିକ କ୍ଷେତ୍ରରେ ଯୁକ୍ତିଯୁକ୍ତି କଥା କହି ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବା ସଙ୍ଗକୁ ବିଳାସ ବ୍ୟସନରେ ସମୟ ଅତିବାହିତ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ସାମୟିକ ଦୁଃଖକୁ ଭୁଲିଯିବେ । ପଡୋଶୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସୁଖୀ ହେବେ ।

ଧନୁ – ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ ବଢିପାରେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିଥିବାରୁ ଆବଶ୍ୟକୀୟ ସହ-ଯୋଗ ପାଇବାରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର – ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି । ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଶୁଭ ରଙ୍ଗ  କ୍ରୀମ୍ । ଶୁଭ ଅଙ୍କ ୩ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  –  ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ଶିଥିଳତା ଦେଖା ଦେବ । ପର କଥାରେ ମୁଣ୍ଡ ପୂରାଇ ଭୁଲ୍ ମାର୍ଗରେ ଗତି କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ – ଯେତେ ଭଲ କାମ କଲେ ସୁଦ୍ଧା ଭଲ ପାଉ ନ ଥିବା ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ । ଶିଳ୍ପ, ବାଣିଜ୍ୟ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts