ସୋମବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 06, 2020 IST

ମେଷ – ଆଜି ବନ୍ଧୁମାନଙ୍କ ସହ ନୂତନ ପ୍ରକଳ୍ପ ସକାଶେ ଅର୍ଥ ସମ୍ବନ୍ଧୀୟ ଆଲୋଚନା କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ଦୂରଯାତ୍ରା ଓ ପ୍ରତିନ୍ଦ୍ୱିତାର ସାମନା କରିବା ଆଦି ବିଷୟରେ ଯୋଜନା କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ଆକସ୍ମିକ ପରିବାରର ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ୱର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - ଆପଣ ଯାହା ଭାବୁଛନ୍ତି ତାହାହିଁ ହେବ ଓ ପାଇବା ଜିନିଷ ମଧ୍ୟ ପାଇବେ । କିନ୍ତୁ ପାରିବାରିକ କ୍ଷେତ୍ରରେ କୁହୁଳୁଥିବା ନିଆଁ ପ୍ରତି ସାବଧାନ ରହିବା ଉଚିତ୍ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ପ୍ରତ୍ୟେକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟା ଗୁଡିକ ତ୍ରୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଆପଣଙ୍କ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଅବଶ୍ୟ ରାଜନୈତିକ ସ୍ତରରେ, ପ୍ରଶାସନିକ କ୍ଷେତ୍ର ପାଇଁ, ସଂଗଠନ ସକାଶେ ଦିନଟି ବହୁତ ଭଲ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆପଣ ଆଦୌ ତରବରିଆ ହୋଇ କୌଣସି କାମ କରନ୍ତୁ ନାହିଁ । ଉନ୍ନୟନ ମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ତୁଳା – ଗତକାଲି ଠାରୁ ମନରେ ଭାବୁଥିବା କଥାଟି ଆଜି ହିଁ ବାସ୍ତବରେ ପରିଣତ ହେବ । ଖଳ ଲୋକମାନଙ୍କ ଦ୍ୱାରା ପ୍ରଚାରିତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ଅବସାଦଗ୍ରସ୍ତ ମନରେ ବନ୍ଧୁଙ୍କ ପ୍ରେରଣାରେ ।ଦ୍ ବୁଦ୍ଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ସମର୍ଥ ହେବେ । ଆଜିର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ – ଆଜି ଆପଣଙ୍କୁ ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି । କିନ୍ତୁ ସ୍ୱକୀୟ ଉଦ୍ୟମ ଓ ଆପୋସ ଆଲୋଚନା ସାଙ୍ଗକୁ ପାରସ୍ପରିକ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର – ଅତି ନିକଟରେ ରହି ଶତ୍ରୁତା କରୁଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ । ପ୍ରତ୍ୟେକ ପରିସ୍ଥିତିରେ ପରିବାର ସଦସ୍ୟଙ୍କ ମନ ନେଇ କାମ କଲେ ସମାଧାନ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ - କର୍ମକ୍ଷେତ୍ରରେ ଟିକିଏ ଜୋର୍ ଦେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ମନରେ ଶାନ୍ତି ନ ଥିଲେ କାମଗୁଡିକ ସାଧନ କରିବା କ୍ଷେତ୍ରରେ କୌଣସି ଅସୁବିଦା ରହିବ ନାହିଁ । ସାଦାରଣ କଥାକୁ କେନ୍ଦ୍ର କରି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.