ସୋମବାର, ୮ ତାରିଖ ରାଶିଫଳ : ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | March 07, 2021 IST

ମେଷ – ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରି ସଫଳତା ହାସଲ କରିବେ । ଶତ୍ରୁତା କାରଣରୁ ନିର୍ମାଣଶୀଳ କାମଗୁଡିକ ବାଧା ପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବୃଷ – ବନ୍ଧୁଙ୍କ ପାରିବାରିକ କଥାରେ କୌତୁହଳ ହୋଇ କଳହକୁ ନିମନ୍ତ୍ରଣ କରିପାରନ୍ତି । ଯିବା ରାସ୍ତାରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ - ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସହକର୍ମୀମାନଙ୍କର ସହ-ଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍କଟ – କର୍ମକ୍ଷେତ୍ରର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖୀ ହେବେ ।

ସିଂହ – ପାରିବାରିକ ଅସ୍ଥିରତା ଲାଗି ରହିଲେ ମଧ୍ୟ କାମ ଅଟକିବ ନାହିଁ । ବନ୍ଧୁମାନଙ୍କ  ଛୋଟ ଛୋଟ କାଥାକୁ ଧରି ବସିଲେ ନିଜେ ହିଁ କ୍ଷତିରେ ପଡିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା –କର୍ମକ୍ଷେତ୍ରରେ ମନ ମୁତାବକ କାମ ନ ହେବା ଯୋଗୁ କ୍ଷୁବ୍ଧ ହେବେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସାଧାରଣ କଥାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ । ସାମାଜିକ ସ୍ତରରେ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ଏଣୁ ସତର୍କ ରହିବା ଭଲ ।  ଶୁଭ ଅଙ୍କ ନୀଳ । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟ କଲେ ସଫଳତା ପାଇବେ । ସ୍ୱାସ୍ତ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି । ଆତ୍ମୀୟମାନଙ୍କ ନିକଟରୁ ସ୍ନେହ ଶ୍ରଦ୍ଧା ପାଇବା ଦୁର୍ଲଭ ହୋଇପଡିବ । ଶୁଭ ରଙ୍ଗ  ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଖି ଦୃଷ୍ଟିଆ ସଫଳତା ହାସଲ କରିପାରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ  - ଆଜି ଯେଉଁ କାମରେ ହାତ ଦେଲେ ମଧ୍ୟ ସହଜ ଓ ସୁବିଧାରେ କାମ ହାସଲ କରିବେ । ବ୍ୟବସାୟିକ କ୍ଷେତ୍ରରେ ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ- ପ୍ରଶାସନିକ ସ୍ତରରେ ତର୍କ ଓ ବିବାଦ ବୃଦ୍ଧି ପାଇବା କାରଣରୁ ଟେନ୍‌ସନ ବଢିପାରେ । ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି । କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.