Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ସାଇ ମନ୍ଦିର ଦାନ ବାକ୍ସ ଓ ଆଲମାରୀ ଭାଙ୍ଗି ଲୁଟ୍

4/11/2019 at 12:58 PM

କେନ୍ଦୁଝର ୪/୧୧: କେନ୍ଦୁଝର ସହରର ସିଦ୍ଧମଠ ସ୍ଥିତ ଶିରିଡି ସାଇ ମନ୍ଦିରର ଦାନ ବାକ୍ସ ଓ ଆଲମାରୀ ଭାଙ୍ଗି ଲୁଟ ହୋଇଛି। ଗତକାଲି ରାତିରେ ଚୋର ମନ୍ଦିର ଗ୍ରୀଲର ତାଲା ଭାଙ୍ଗି ମନ୍ଦିର ଭିତରେ ପଶି ଦାନ ବାକ୍ସ ଓ ଆଲମାରୀ ଭାଙ୍ଗି ତା ଭିତରେ ଥିବା ସାଇଙ୍କ ରୂପାର ମୁକୁଟ ଓ ହାର ସହ ଏମ୍ପ୍ଲିଫେୟାର ନେଇ ଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

   Related Posts