Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ଉପକୂଳ ଓଡିଶା ଛାଡିଲା ଦକ୍ଷିଣ-ପଶ୍ଟିମ ମୌସୁମୀ ବାୟୁ

29/06/2018 at 6:22 AM

ଉପକୂଳ ଓଡିଶା ଛାଡିଲା ଦକ୍ଷିଣ-ପଶ୍ଟିମ ମୌସୁମୀ ବାୟୁ । ଆଉ ଏବେ ବର୍ଷାର ସମ୍ଭାବନା ନାହିଁ । ଆଜି ପାଗରେ ପରିବର୍ତ୍ତନ ଆସିଛି । ଆକାଶ ସଫା ଥିବା ବେଳେ ପାଗ ଶୁଖିଲା ରହିଛି । ଜୁଲାଇ ୩ ପର୍ଯ୍ୟନ୍ତ କାଁ ଭାଁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ଆକଳନ କହୁଛି ଆଜି ସକାଳ ୯ଟା ସୁଦ୍ଧା ମୌସୁମୀ ଓଡିଶାରୁ ବିଦାୟ ନେବ । ଏହି ସମୟରେ ସମ୍ବଲପୁର ସମେତ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କେନ୍ଦୁଝର, ଦେବଗଡ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ବର୍ଷା ହୋଇପାରେ ।

   Related Posts