Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

୧୦ରୁ ୧୨ତାରିଖ ଭିତରେ ଓଡିଶା ଛୁଇଁବ ମୌସୁମୀ, ବିଭିନ୍ନ ସ୍ଥାନରେ କାଳବୈଶାଖୀ

2/06/2019 at 2:12 PM

ଭୁବନେଶ୍ବର ୨|୬: ରଜ ଆଗରୁ ଭିଜେଇପାରେ ମୌସୁମୀ ବର୍ଷା । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୦ରୁ ୧୨ତାରିଖ ଭିତରେ ଓଡିଶା ଛୁଇଁବା ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏବେ ଆଣ୍ଡାମାନ ଆଖପାଖରେ ମୌସୁମୀ ଅଟକିଛି । ତେବେ ଏହା ୫ତାରିଖ ବେଳକୁ କେରଳ ଛୁଇଁବା ଆକଳନ କରାଯାଉଛି । ଏହାପରେ ମୌସୁମୀ ସକ୍ରିୟ ହେବ । ମୌସୁମୀ ଆସିବା ବିଳମ୍ବ ହେବା ଫଳରେ ଗ୍ରୀଷ୍ମର ପ୍ରକୋପ ବଢିଛି । ତେବେ ଆଜି ରାଜ୍ୟର ୬ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହା ଫଳରେ ପାରଦ କିଛି କମିପାରେ ।

   Related Posts