Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

ରାଜଧାନୀରୁ ଆଉ ୧୧୮ କରୋନା ପଜିଟିଭ୍ ଚିହ୍ନଟ, ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀ ମଧ୍ୟ ସଂକ୍ରମିତ

6/08/2020 at 5:08 PM

ଭୁବନେଶ୍ୱର, ୦୬|୦୮:   ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୧୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭୨ରେ ପହଁଚିଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୭୧ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୭ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଏପରିକି ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୩୪୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୮ଜଣ ପ୍ରାଣ ହରାଇଥିବା ବେଳେ ୧୩୦୧ଟି ସକ୍ରିୟ କେସ୍ ରହିଛି ।

   Related Posts