Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୩୫ରେ ପହଁଚିଲା ମୋଟ୍ ମୃତକଙ୍କ ସଂଖ୍ୟା

18/10/2020 at 11:27 AM

ଭୁବନେଶ୍ବର ୧୮।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁରରୁ ଜଣେ ଲେଖାଏଁ  ରହିଛନ୍ତି ।

   Related Posts