ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୩୫ରେ ପହଁଚିଲା ମୋଟ୍ ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | October 18, 2020 IST

ଭୁବନେଶ୍ବର ୧୮।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁରରୁ ଜଣେ ଲେଖାଏଁ  ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.