Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଜାଗର ପାଇଁ କଟକଣା, ମନ୍ଦିର ଭିତରେ ଓ ବାହାରେ ହେବନି ଗହଳି, ମେଳା ଉପରେ ଲାଗିଲା ରୋକ୍
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍, ୩୩୭୮୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଉଦଳା : କୂଅ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ୫ ତାରିଖରୁ ଥିଲେ ନିଖୋଜ
  • ||
  • ସମ୍ବଲପୁର : ବନ କର୍ମଚାରୀଙ୍କ ଛୁଟି ଉପରେ କଟକଣା, ଅତି ଜରୁରୀ କାମ ନଥିଲେ ନେଇପାରିବେନି ଛୁଟି
  • ||
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||

ଆରୋଗ୍ୟରେ ରେକର୍ଡ, ସୁସ୍ଥ ହେଲେ ସର୍ବାଧିକ ୧୪୦୯ କରୋନା ଆକ୍ରାନ୍ତ

4/08/2020 at 8:32 PM

ଭୁବନେଶ୍ୱର, ୦୪|୦୮:  ମଙ୍ଗଳବାର ରାଜ୍ୟରେ ରେକର୍ଡ ସଂଖ୍ୟକ ୧୪୦୯ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୪୪୮୨କୁ ବୃଦ୍ଧି ପାଇଚି ।

ଗଞ୍ଜାମରୁ ସର୍ବାଧିକ ୨୫୮ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୮, ରାୟଗଡାରୁ ୧୨୮, ସୁନ୍ଦରଗଡରୁ ୧୨୨, ପୁରୀରୁ ୧୨୧ ଓ ଗଜପତିରୁ ୧୨୦ ,କୋରାପୁଟରୁ ୮୪, କଟକରୁ ୬୮, ବାଲେଶ୍ୱରରୁ ୫୮, ନବରଙ୍ଗପୁରରୁ ୩୪, କନ୍ଧମାଳରୁ ୩୦, ଯାଜପୁରରୁ ୨୫, ମାଲକାନଗିରିରୁ ୨୪, କେନ୍ଦୁଝରରୁ ୧୯, ବଲାଙ୍ଗୀରରୁ ୧୬, କେନ୍ଦ୍ରାପଡା ଓ ବରଗଡ଼ରୁ ୧୨ , ଝାରସୁଗୁଡାରୁ ୧୧, ନୟାଗଡ଼ରୁ ୧୦ , ବୌଦ୍ଧରୁ ୯ ଏବଂ ନୂଆପଡାରୁ ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

   Related Posts