Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ଭୁବନେଶ୍ଵରରେ ପୁଣି ୧୬ କୋଭିଡ-୧୯ ପଜିଟିଭ୍ ଚିହ୍ନଟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯କୁ ବୃଦ୍ଧି

5/04/2020 at 9:02 PM

ଭୁବନେଶ୍ଵର ୦୫।୦୪: ରାଜ୍ୟ ପାଇଁ ବଡ ଝଟକା, ଭୁବନେଶ୍ଵରରେ ଚିହ୍ନଟ ହେଲେ ଆହୁରି ୧୬ କରୋନା ଆକ୍ରାନ୍ତ। ଏହି ହିସାବରେ ଭୁବନେଶ୍ଵରରେ କୋଭିଡ୍ ୧୯ ପଜିଟିଭଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି ଏବଂ ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯କୁ ବୃଦ୍ଧି ହୋଇଛି। ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଅଯାଇଛି। ଆଜି ପୂର୍ବାହ୍ନରେ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସାରା ଦେଶରେ ଆଜି କରୋନା ପଜିଟିଭଙ୍କ ସଂଖ୍ୟା ପ୍ରାୟ ଦୁଇ ଗୁଣ ବଢିଥିବା ବେଳେ ଓଡିଶାରେ ଗୋଟିଏ ଦିନରେ ୧୮ କରୋନା ପଜିଟିଭ୍ ଚିହ୍ନଟ ହେବା  ଚିନ୍ତା ଓ ଆତଙ୍କର କାରଣ ହୋଇଛି। ରାଜ୍ୟ ମୁଖ୍ୟ ଶାସନ ସଚିବ ଆଜି ମଧ୍ୟାହ୍ନରେ ସ୍ଵତନ୍ତ୍ର ସାମ୍ବାଦିକ ସମ୍ମିଳନୀରେ ରାଜ୍ୟରେ ସାମାଜିକ ସଂକ୍ରମଣ ହୋଇନଥିବା କହିଥିବା ବେଳେ ସନ୍ଧ୍ୟାରେ ଆସିଥିବା ନମୂନା ପରୀକ୍ଷଣ ରିପୋର୍ଟରେ ଏକକାଳୀନ ୧୬ ଜଣ କୋଭିଡ୍ ୧୯ ପଜିଟିଭ୍ ଚିହ୍ନଟ ହେବା ଚିନ୍ତା ବଢାଇ ଦେଇଛି। ଏବେ ସଂପୃକ୍ତ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ସଂପର୍କରେ ଛାନଭିନ୍ ଆରମ୍ଭ ହୋଇଛି।

   Related Posts