Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରାଜଧାନୀରୁ ଆଉ ୨୧୬ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୭

17/10/2020 at 5:36 PM

ଭୁବନେଶ୍ୱର, ୧୭।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୧୬  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯୯୫ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୫୫ ଜଣ ରହିଥିବା ବେଳେ ୧୬୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୮୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୩୩ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts