ରାଜଧାନୀରୁ ଆଉ ୨୧୬ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୭

Published By : Prameya-News7 Bureau | October 17, 2020 IST

ଭୁବନେଶ୍ୱର, ୧୭।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୧୬  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯୯୫ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୫୫ ଜଣ ରହିଥିବା ବେଳେ ୧୬୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୮୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୩୩ ଜଣଙ୍କର ମୃତ୍ୟୁ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.