Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଆହୁରି ୨୪ ଘଣ୍ଟା ବର୍ଷା

2/08/2018 at 6:36 AM

ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ସମ୍ଭାବନା।ବାଂଲାଦେଶ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଚି ହୋଇଥିବା ଘୁର୍ଣ୍ଣିବଳୟ ଏବଂ ମୌସୁମୀ ଟ୍ରଫଲାଇନ ପ୍ରଭାବରେ ଓଡିଶା,ପଶ୍ଚିମବଙ୍ଗ ଝାଡଖଣ୍ଡରେ ଆଗାମୀ ୨୪ ଘଣ୍ଟାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ବାଲେଶ୍ବର,କେନ୍ଦୁଝର,ମୟୁରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।କାଲି ମୟୁରଭଞ୍ଜ,ସୁନ୍ଦରଗଡ,ବାଲେଶ୍ବର,କେନ୍ଦୁଝର,ଯାଜପୁର,ଭଦ୍ରକର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ କୁହାଯାଇଛି।

   Related Posts