Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୨୭୭୨ କରୋନା ଆକ୍ରାନ୍ତ

15/10/2020 at 8:08 PM

ଭୁବନେଶ୍ୱର, ୧୫ ।୧୦:    ରାଜ୍ୟରେ ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୫୩୫ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ୪୫୭, କଟକରୁ ୨୦୨, ପୁରୀରୁ ୧୮୫, ଅନୁଗୋଳରୁ ୧୮୨, କେନ୍ଦ୍ରାପଡାରୁ ୧୫୦, ନୂଆପଡାରୁ ୧୪୨, ସୁନ୍ଦରଗଡରୁ ୧୦୬, ବାଲେଶ୍ୱରରୁ ୯୪, ଯାଜପୁରରୁ ୯୧, କଳାହାଣ୍ଡିରୁ ୭୮, ବଲାଙ୍ଗୀରରୁ ୭୪, ବରଗଡରୁ ୭୩, କେନ୍ଦୁଝରରୁ ୭୨, ସମ୍ବଲପୁରରୁ ୭୨, ମୟୂରଭଞ୍ଜରୁ ୬୮, ମାଲକାନଗିରିରୁ ୬୭ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଜଗତସିଂହପୁରରୁ ୬୫, ନବରଙ୍ଗପୁରରୁ ୬୨, ସୋନପୁରରୁ ୫୯, ଝାରସୁଗୁଡାରୁ ୫୬, ନୟାଗଡରୁ ୫୫, ରାୟଗଡାରୁ ୫୪, କୋରାପୁଟରୁ ୫୧, କନ୍ଧମାଳରୁ ୪୩, ଭଦ୍ରକରୁ ୩୩, ଗଞ୍ଜାମରୁ ୩୧, ଢେଙ୍କାନାଳରୁ ୨୭, ବୌଦ୍ଧରୁ ୨୧ ଓ ଦେବଗଡରୁ ୧୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts