Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୨୭୯୬ କରୋନା ଆକ୍ରାନ୍ତ

13/10/2020 at 6:25 PM

ଭୁବନେଶ୍ୱର, ୧୩ ।୧୦:    ରାଜ୍ୟରେ ଆଉ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୨୯୮୮ରେ ପହଁଚିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୫୮୨ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୋଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗୀରରୁ ୧୦୭, ସମ୍ବଲପୁରରୁ ୧୦୬, କେନ୍ଦ୍ରାପଡାରୁ ୧୦୨, ବରଗଡରୁ ୯୭, ନୂଆପଡାରୁ ୯୭, ମୟୂରଭଞ୍ଜରୁ ୯୬, ସୁନ୍ଦରଗଡରୁ ୭୭, କଳାହାଣ୍ଡିରୁ ୭୬, ବାଲେଶ୍ୱରରୁ ୭୫, ସୋନପୁରରୁ ୭୧, ଜଗତସିଂହପୁରରୁ ୫୨, କନ୍ଧମାଳରୁ ୫୦, କୋରାପୁଟରୁ ୪୭ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଭଦ୍ରକରୁ ୪୨, କେନ୍ଦୁଝରରୁ ୪୧, ମାଲକାନଗିରିରୁ ୪୧, ନୟାଗଡରୁ ୩୭, ଗଞ୍ଜାମରୁ ୩୪, ଢେଙ୍କାନାଳରୁ ୩୩, ଝାରସୁଗୁଡାରୁ ୩୧, ଦେବଗଡରୁ ୧୭, ଗଜପତିରୁ ୧୭, ବୌଦ୍ଧରୁ ୫, ରାୟଗଡାରୁ ୪ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts