ଭଲ ଖବର, ସୁସ୍ଥ ହେଲେ ଆଉ ୨୭୯୬ କରୋନା ଆକ୍ରାନ୍ତ

Published By : Prameya-News7 Bureau | October 13, 2020 IST

ଭୁବନେଶ୍ୱର, ୧୩ ।୧୦:    ରାଜ୍ୟରେ ଆଉ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୨୯୮୮ରେ ପହଁଚିଛି ।

wp:html /wp:html wp:html /wp:html

ଖୋର୍ଦ୍ଧାରୁ ସର୍ବାଧିକ ୫୮୨ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୋଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗୀରରୁ ୧୦୭, ସମ୍ବଲପୁରରୁ ୧୦୬, କେନ୍ଦ୍ରାପଡାରୁ ୧୦୨, ବରଗଡରୁ ୯୭, ନୂଆପଡାରୁ ୯୭, ମୟୂରଭଞ୍ଜରୁ ୯୬, ସୁନ୍ଦରଗଡରୁ ୭୭, କଳାହାଣ୍ଡିରୁ ୭୬, ବାଲେଶ୍ୱରରୁ ୭୫, ସୋନପୁରରୁ ୭୧, ଜଗତସିଂହପୁରରୁ ୫୨, କନ୍ଧମାଳରୁ ୫୦, କୋରାପୁଟରୁ ୪୭ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଭଦ୍ରକରୁ ୪୨, କେନ୍ଦୁଝରରୁ ୪୧, ମାଲକାନଗିରିରୁ ୪୧, ନୟାଗଡରୁ ୩୭, ଗଞ୍ଜାମରୁ ୩୪, ଢେଙ୍କାନାଳରୁ ୩୩, ଝାରସୁଗୁଡାରୁ ୩୧, ଦେବଗଡରୁ ୧୭, ଗଜପତିରୁ ୧୭, ବୌଦ୍ଧରୁ ୫, ରାୟଗଡାରୁ ୪ଜଣ ଆରୋଗ୍ୟ ଲାଭ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.