Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ରାଜଧାନୀରୁ ଆଉ ୩୨୫ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୪୨୦

17/09/2020 at 4:48 PM

ଭୁବନେଶ୍ୱର ୧୭ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬୨୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୧ ଜଣ ରହିଥିବା ବେଳେ ୨୨୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୭ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts