Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୩୩୧୨ କରୋନା ଆକ୍ରାନ୍ତ

8/10/2020 at 7:01 PM

ଭୁବନେଶ୍ୱର, ୦୮ ।୧୦:    ରାଜ୍ୟରେ ମଙ୍ଗଳବାର ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୬୯୫୪ରେ ପହଁଚିଛି ।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬୫୮, କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡାରୁ ୧୫୧, ଝାରସୁଗୁଡାରୁ ୧୨୮, ମୟୂରଭଞ୍ଜରୁ ୧୨୧, କେନ୍ଦୁଝରରୁ ୧୧୭, ଅନୁଗୋଳରୁ ୧୧୨, ବଲାଙ୍ଗୀରରୁ ୧୦୯, ମାଲକାନଗିରିରୁ ୧୦୩, ସମ୍ବଲପୁରରୁ ୯୮, କେନ୍ଦ୍ରାପଡାରୁ ୮୮ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ପୁରୀରୁ ୮୫, କନ୍ଧମାଳରୁ ୮୩, ନବରଙ୍ଗପୁରରୁ ୮୧, କୋରାପୁଟରୁ ୬୯, ନୟାଗଡରୁ ୬୯, ଢେଙ୍କାନାଳରୁ ୬୮, ଜଗତସିଂହପୁରରୁ ୬୪, ସୁନ୍ଦରଗଡରୁ ୬୩, ଭଦ୍ରକରୁ ୬୨, ଯାଜପୁରରୁ ୫୮, କଳାହାଣ୍ଡିରୁ ୫୩, ସୋନପୁରରୁ ୪୮, ଗଞ୍ଜାମରୁ ୪୭, ବୌଦ୍ଧରୁ ୩୯, ରାୟଗଡାରୁ ୩୪, ଗଜପତିରୁ ୧୬ ଓ ଦେବଗଡରୁ ୧୨ ଜଣ ଆରୋଗ୍ୟଲାଭ କରିଛନ୍ତି ।  

   Related Posts