Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ

14/09/2020 at 7:56 PM

ଭୁବନେଶ୍ୱର,୧୪|୦୯: ସୋମବାର ରାଜ୍ୟରେ ଆଉ ୩୩୮୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କଙ୍କ ସଂଖ୍ୟା ୧୨୨୦୨୪ରେ ପହଁଚିଛି ।

ତେବେ ସୁସ୍ଥ ହୋଇ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୩୪୪ ଜଣ, ବରଗଡ଼ରୁ ୨୬୨ ଜଣ ଯାଜପୁରରୁ ୧୭୭ ଜଣ ,ମୟୁରଭଞ୍ଜରୁ ୧୭୫ ଜଣ,ଭଦ୍ରକର ୧୬୭ ଜଣ, ବାଲେଶ୍ୱର ୧୫୬, ଢେଙ୍କାନାଳ ୧୪୬,ପୁରୀ ୧୧୨, ଜଗତସିଂହପୁରର ୧୦୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ରାୟଗଡ଼ାର ୯୫ ଜଣ ,ଗଞ୍ଜାମ ଓ ସମ୍ବଲପୁରରୁ ୯୪ , ଅନୁଗୁଳରୁ ୯୧, ନୟାଗଡ଼ ଓ ସୋନପୁରରୁ ୯୦ , ବଲାଙ୍ଗୀରରୁ ୮୦, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୭୦, ଝାରସୁଗୁଡ଼ାରୁ ୬୮, କେନ୍ଦ୍ରାପଡ଼ା ଓ କୋରାପୁଟରୁ ୬୪ , କେନ୍ଦୁଝରରୁ ୫୧, କନ୍ଧମାଳରୁ ୪୫, ନୂଆପଡ଼ାରୁ ୪୦, କଳାହାଣ୍ଡିରୁ ୩୯ , ଗଜପତିରୁ ୨୯, ବୌଦ୍ଧରୁ ୨୭, ମାଲକାନଗିରିରୁ ୨୫ ଓ ଦେବଗଡ଼ରୁ ୧୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

   Related Posts