Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • କଟକ : ଟ୍ରେନିଂ ପାଇଁ ଦିଲ୍ଲୀରୁ ଆସି କଟକ ଷ୍ଟେସନରେ ଯବାନ ନିଖୋଜ, ସ୍ବିଚ୍ ଅଫ୍ ଆସୁଛି ମୋବାଇଲ୍
  • ||
  • ଝାରସୁଗୁଡା : ଝାରସୁଗୁଡା କୋଲାବିରା ଅଞ୍ଚଳରେ ହାତୀ ଉପଦ୍ରବ, ଭାଙ୍ଗିଲେ ଘର ପାଚେରୀ
  • ||

ରାଜଧାନୀରୁ ଆଉ ୩୬୫ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୨୯

6/10/2020 at 4:18 PM

ଭୁବନେଶ୍ୱର, ୦୬ ।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୫  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯୧୪ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ ୨୪୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୨୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୫ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts