Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୩୮୧୭ କରୋନା ଆକ୍ରାନ୍ତ

6/10/2020 at 7:09 PM

ଭୁବନେଶ୍ୱର, ୦୬ ।୧୦:    ରାଜ୍ୟରେ ମଙ୍ଗଳବାର ଆଉ ୩୮୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୨୧୭ରେ ପହଁଚିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୯୬୯ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୬୮, ବରଗଡରୁ ୧୫୧, ବାଲେଶ୍ୱରରୁ ୧୪୬, ନୂଆପଡାରୁ ୧୩୫, ଜଗତସିଂହପୁରରୁ ୧୨୪, ଅନୁଗୋଳରୁ ୧୨୨, ସମ୍ବଲପୁରରୁ ୧୧୮, ସୁନ୍ଦରଗଡରୁ ୧୧୦, କେନ୍ଦ୍ରାପଡାରୁ ୧୦୬, ବଲଙ୍ଗୀରରୁ ୯୩, ଯାଜପୁରରୁ ୯୧, ମୟୂରଭଞ୍ଜରୁ ୮୮, ପୁରୀରୁ ୮୮, କନ୍ଧମାଳରୁ ୮୬, କେନ୍ଦୁଝରରୁ ୮୬, ସୋନପୁରରୁ ୮୩, ଭଦ୍ରକରୁ ୮୨, ନୟାଗଡରୁ ୭୧, କଳାହାଣ୍ଡିରୁ ୬୯, ଝାରସୁଗୁଡାରୁ ୬୮, ନବରଙ୍ଗପୁରରୁ ୬୬, କୋରାପୁଟରୁ ୬୨, ଗଞ୍ଜାମରୁ ୫୬, ରାୟଗଡାରୁ ୫୦, ଢେଙ୍କାନାଳରୁ ୪୮ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ବୌଦ୍ଧରୁ ୪୫, ମାଲକାନଗିରିରୁ ୩୪, ଗଜପତିରୁ ୨୪, ଦେବଗଡରୁ ୧୪ଜଣ ଆରୋଗ୍ୟଲାଭ କରିଛନ୍ତି ।

   Related Posts