Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୩୮୩୪ କରୋନା ଆକ୍ରାନ୍ତ

22/09/2020 at 7:21 PM

ଭୁବନେଶ୍ୱର, ୨୨ ।୦୯:  ମଙ୍ଗଳବାର ରାଜ୍ୟରେ ଆଉ ୩୮୩୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୩୨୧୩ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ସର୍ବାଧିକ ୫୨୫ଜଣ ଥିବା ବେଳେ କଟକର ୩୮୯, ପୁରୀର ୨୭୪, ଅନୁଗୋଳର ୨୧୦, ବରଗଡରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗୀରରୁ ୧୮୩, କେନ୍ଦ୍ରାପଡାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ବଲପୁରରୁ ୧୩୮ ଓ ଜଗତସିଂହପୁରରୁ ୧୨୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି, ମୟୂରଭଞ୍ଜରୁ ୧୨୨, ଯାଜପୁରରୁ ୧୧୮, କନ୍ଧମାଳରୁ ୧୧୦, ସୁନ୍ଦରଗଡରୁ ୧୧୦, ନବରଙ୍ଗପୁରରୁ ୯୭, ସୋନପୁରରୁ ୯୩, ନୂଆପଡାରୁ ୯୧, କୋରାପୁଟରୁ ୭୪, ଝାରସୁଗୁଡାରୁ ୭୦, କେଉଁଝରରୁ୫୫, ନୟାଗଡରୁ ୫୫, ଭଦ୍ରକରୁ ୫୩, ବୌଦ୍ଧରୁ ୪୧, ମାଲକାନଗିରିରୁ ୨୭, ରାୟଗଡାରୁ ୨୨, ଦେବଗଡରୁ ୨୦ ଓ ଢେଙ୍କାନାଳରୁ ୧୭, ଗଞ୍ଜାମରୁ ୧୭, ଗଜପତିରୁ ୧୩ ଜଣ ସୁସ୍ଥ ହୋଇଛନ୍ତି ।

   Related Posts