Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ

10/10/2020 at 8:32 PM

ଭୁବନେଶ୍ୱର, ୧୦।୧୦:    ରାଜ୍ୟରେ ଶନିବାର ଆଉ ୩୮୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୨୭୩ରେ ପହଁଚିଛି ।

ସସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଧାରୁ ୧୧୪୩ ଜଣ ରହିଥିବା ବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪, କେନ୍ଦ୍ରାପଡାରୁ ୧୨୨, ସୁନ୍ଦରଗଡରୁ ୧୨୧, କଳାହାଣ୍ଡିରୁ ୧୧୨, ବଲାଙ୍ଗୀରରୁ ୧୦୩, ବରଗଡରୁ ୮୧, ନୂଆପଡାରୁ ୮୦, ଢେଙ୍କାନାଳରୁ ୭୯, ଜଗତସିଂହପୁରରୁ ୭୨ଜଣ ଆରୋଗ୍ୟଲାଭ କରିଛନ୍ତି ।

ସେହିପରି ସମ୍ବଲପୁରରୁ ୭୨, ରାୟଗଡାରୁ ୭୦, ଭଦ୍ରକରୁ ୬୪, କନ୍ଧମାଳରୁ ୫୯, ନବରଙ୍ଗପୁରରୁ ୫୬, ନୟାଗଡରୁ ୫୨, ସୋନପୁରରୁ ୫୦, କୋରାପୁଟରୁ ୪୮, ଗଞ୍ଜାମରୁ ୪୨, ବୌଦ୍ଧରୁ ୨୬, ମାଲକାନଗିରିରୁ ୨୬, ଅନୁଗୋଳରୁ ୧୯, ଦେବଗଡରୁ ୧୬, ଗଜପତିରୁ ୧୫ଜଣ ସୁସ୍ଥ ହୋଇଛନ୍ତି ।  

   Related Posts