Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୩୮୯୬ କରୋନା ସଂକ୍ରମିତ

29/09/2020 at 7:29 PM

ଭୁବନେଶ୍ୱର, ୨୯ ।୦୯:  ମଙ୍ଗଳବାର ରାଜ୍ୟରେ ଆଉ ୩୮୯୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୪୮୧ ରେ ପହଁଚିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୬୫୭ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୪୨, ବାଲେଶ୍ୱରରୁ ୨୨୬, ଅନୁଗୋଳରୁ ୨୧୭, ପୁରୀରୁ ୧୮୨, ଜଗତସିଂହପୁରରୁ ୧୭୧, ମୟୂରଭଞ୍ଜରୁ ୧୬୨, ଯାଜପୁରରୁ ୧୫୩, ଝାରସୁଗୁଡାରୁ ୧୫୧, କୋରାପୁଟରୁ ୧୨୬, ସୁନ୍ଦରଗଡରୁ ୧୧୯, ନୟାଗଡରୁ ୧୧୫, କେନ୍ଦ୍ରାପଡାରୁ ୧୧୨, ସମ୍ବଲପୁରରୁ ୧୧୦, କଳାହାଣ୍ଡିରୁ ୧୦୪, ବରଗଡରୁ ୯୭, ନବରଙ୍ଗପୁରରୁ ୭୬, ଭଦ୍ରକରୁ ୭୪, ମାଲକାନଗିରିରୁ ୭୨, ସୋନପୁରରୁ ୭୦, ବଲାଙ୍ଗୀରରୁ ୬୮, କେନ୍ଦୁଝରରୁ ୫୫, ନୂଆପଡାରୁ ୪୯, ଢେଙ୍କାନାଳରୁ ୪୫ ଓ ଗଞ୍ଜାମରୁ ୪୦ଜଣ ଆରୋଗ୍ୟ ହୋଇଛନ୍ତି ।

ସେହିପରି କନ୍ଧମାଳରୁ ୪୦, ରାୟଗଡାରୁ ୨୫, ବୌଦ୍ଧରୁ ୨୦, ଗଜପତିରୁ ୧୫, ଦେବଗଡରୁ ୧୨ଜଣ ଆରୋଗ୍ୟଲାଭ କରିଛନ୍ତି ।

   Related Posts