Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୩୬ ଛୁଇଁଲା ମୃତକଙ୍କ ସଂଖ୍ୟା

20/12/2020 at 11:51 AM

ଭୁବନେଶ୍ବର, ୨୦।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୬ ହଜାର ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ହଜାର ୦୩୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୦ ହଜାର ୯୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୬ ଲକ୍ଷ ୩୬ ହଜାର ୬୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି।

   Related Posts