Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

23/09/2020 at 7:55 PM

ଭୁବନେଶ୍ୱର, ୨୩ ।୦୯:  ବୁଧବାର ରାଜ୍ୟରେ ଆଉ ୪୦୫୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭୨୬୫ ରେ ପହଁଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୩୭୮, ସୁନ୍ଦରଗଡରୁ ୧୮୨, ପୁରୀରୁ ୧୮୧, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୫୨, ଝାରସୁଗୁଡାରୁ ୧୫୦, ରାୟଗଡାରୁ ୧୪୬, ମୟୂରଭଞ୍ଜରୁ ୧୩୮, କେନ୍ଦ୍ରାପଡାରୁ ୧୨୯ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ସମ୍ବଲପୁରରୁ ୧୨୮, ସୋନପୁରୁର ୧୨୬, ଅନୁଗୋଳରୁ ୧୨୨, ନୂଆପଡାରୁ ୧୨୧,  ବାଲେଶ୍ୱରରୁ ୧୧୧, ନବରଙ୍ଗପୁରରୁ ୧୦୧, ବରଗଡରୁ ୯୭, କୋରାପୁଟରୁ ୯୧, କେନ୍ଦୁଝରରୁ ୮୩, କଳାହାଣ୍ଡିରୁ ୭୯, କନ୍ଧମାଳରୁ ୭୨, ଢେଙ୍କାନାଳରୁ ୭୧, ଭଦ୍ରକରୁ ୬୫, ଗଞ୍ଜାମରୁ ୫୫, ନୟାଗଡ଼ରୁ ୪୫, ବଲାଙ୍ଗୀରରୁ ୪୪, ମାଲକାନଗିରିରୁ ୩୬, ଦେବଗଡରୁ ୨୦, ବୌଦ୍ଧରୁ ୧୭, ଗଜପତିରୁ ୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts