ଖୁସି ଖବର, ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ

Published By : Prameya-News7 Bureau | October 03, 2020 IST

ଭୁବନେଶ୍ୱର, ୦୩ ।୧୦:    ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୯୮୧୯୪ରେ ପହଁଚିଛି ।

wp:html /wp:html

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ ୧୩୫, ସମ୍ବଲପୁରରୁ ୧୨୮ ଜଣ ସୁସ୍ଥ ହୋଇଛନ୍ତି ।

wp:html /wp:html

ସେହିପରି ଭଦ୍ରକରୁ ୧୨୭, ବାଲେଶ୍ୱରରୁ ୧୧୯, ମୟୂରଭଞ୍ଜରୁ ୧୧୪, କନ୍ଧମାଳରୁ ୧୦୮, କେନ୍ଦ୍ରାପଡାରୁ ୧୦୬, ପୁରୀରୁ ୧୦୫, ଝାରସୁଗୁଡାରୁ ୯୧, ବଲାଙ୍ଗୀରରୁ ୮୧, କେନ୍ଦୁଝରରୁ ୬୫, ମାଲକାନଗିରିରୁ ୬୫, ରାୟଗଡାରୁ ୬୧, ସୋନପୁରରୁ ୬୧, ଗଞ୍ଜାମରୁ ୬୦, କଳାହାଣ୍ଡିରୁ ୬୦, କୋରାପୁଟରୁ ୬୦ ଓ ବୌଦ୍ଧରୁ ୫୯ ଜଣ ଆରୋଗ୍ୟଲାଭ କରିଛନ୍ତି ।

ସେହିପରି ଢେଙ୍କାନାଳରୁ ୫୭, ନୟାଗଡରୁ ୪୧, ଦେବଗଡରୁ ୧୪, ଗଜପତିରୁ ୧୩ ଜଣ ସୁସ୍ଥ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.