Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ

3/10/2020 at 7:42 PM

ଭୁବନେଶ୍ୱର, ୦୩ ।୧୦:    ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୯୮୧୯୪ରେ ପହଁଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ ୧୩୫, ସମ୍ବଲପୁରରୁ ୧୨୮ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଭଦ୍ରକରୁ ୧୨୭, ବାଲେଶ୍ୱରରୁ ୧୧୯, ମୟୂରଭଞ୍ଜରୁ ୧୧୪, କନ୍ଧମାଳରୁ ୧୦୮, କେନ୍ଦ୍ରାପଡାରୁ ୧୦୬, ପୁରୀରୁ ୧୦୫, ଝାରସୁଗୁଡାରୁ ୯୧, ବଲାଙ୍ଗୀରରୁ ୮୧, କେନ୍ଦୁଝରରୁ ୬୫, ମାଲକାନଗିରିରୁ ୬୫, ରାୟଗଡାରୁ ୬୧, ସୋନପୁରରୁ ୬୧, ଗଞ୍ଜାମରୁ ୬୦, କଳାହାଣ୍ଡିରୁ ୬୦, କୋରାପୁଟରୁ ୬୦ ଓ ବୌଦ୍ଧରୁ ୫୯ ଜଣ ଆରୋଗ୍ୟଲାଭ କରିଛନ୍ତି ।

ସେହିପରି ଢେଙ୍କାନାଳରୁ ୫୭, ନୟାଗଡରୁ ୪୧, ଦେବଗଡରୁ ୧୪, ଗଜପତିରୁ ୧୩ ଜଣ ସୁସ୍ଥ ହୋଇଛନ୍ତି ।

   Related Posts