କରୋନାରୁ ଭଲ ହେଲେ ଆଉ ୪୧୦୮ ଆକ୍ରାନ୍ତ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

Published By : Prameya-News7 Bureau | October 04, 2020 IST

ଭୁବନେଶ୍ୱର, ୦୪ ।୧୦:    ରାଜ୍ୟରେ ରବିବାର ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨୩୦୨ରେ ପହଁଚିଛି ।

wp:html /wp:html wp:html /wp:html

ଖୋର୍ଦ୍ଧାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ ୧୧୮, କଳାହାଣ୍ଡିରୁ ୧୧୭, କେନ୍ଦୁଝରରୁ ୧୧୭, ବାଲେଶ୍ୱରରୁ୧୧୬, ସୁନ୍ଦରଗଡରୁ ୧୧୬, ବରଗଡରୁ ୧୧୪, କେନ୍ଦ୍ରାପଡାରୁ ୧୦୭, ନବରଙ୍ଗପୁରରୁ ୮୯, ବଲାଙ୍ଗୀରରୁ ୮୦, ଢେଙ୍କାନାଳରୁ ୭୫, କୋରାପୁଟରୁ ୭୩, ସୋନପୁରରୁ ୭୩ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି କନ୍ଧମାଳରୁ ୭୧, ଗଞ୍ଜାମରୁ ୬୭, ରାୟଗଡାରୁ ୬୪, ପୁରୀରୁ ୫୫, ନୟାଗଡରୁ ୫୦, ବୌଦ୍ଧରୁ ୪୪, ଗଜପତିରୁ ୪୦, ମାଲକାନଗିରିରୁ ୩୪, ଭଦ୍ରକରୁ ୧୬, ଦେବଗଡରୁ ୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.