Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

କଟକ ସହରରୁ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ, ଜଣେ ସ୍ଥାନୀୟ ସଂକ୍ରମିତ

7/07/2020 at 12:41 PM

କଟକ, ୦୭।୦୭:କଟକ ଜିଲ୍ଲାରୁ ମଙ୍ଗଳବାର ୨୯ଜଣ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏହା ମଧ୍ୟରୁ କଟକ ସହରରେ ୫ଜଣ ରହିଛନ୍ତି ।

ସିଏମସି ଅଞ୍ଚଳରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଆଉ ୪ କ୍ୱାରେଣ୍ଟାଇନରେ ରହିଛନ୍ତି । ୪ଜଣଙ୍କ ମଧ୍ୟରୁ ୩ଜଣ ହୋମ୍ କ୍ଲାରେଣ୍ଟାଇନରେ ଥିବା ବେଳେ ଜଣେ ସରକାରୀ କ୍ୱାରେଣ୍ଟାଇନରେ ରହିଥିଲେ । ସ୍ଥାନୀୟ ସଂକ୍ରମିତଜଣଙ୍କ ହେଉଛନ୍ତି କନିକା ରୋଡର ୬୫ ବର୍ଷର ବୃଦ୍ଧ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୫୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୦୨୭୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।  

   Related Posts