Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ରାଜଧାନୀରୁ ଆଉ ୫୭ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୯୭

8/11/2020 at 5:00 PM

ଭୁବନେଶ୍ୱର ୦୮।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୫୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୦୪ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩ ଜଣ ରହିଥିବା ବେଳେ ୪୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୬୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୧ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts