Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଆସିଲା ଭଲ ଖବର, ସୁସ୍ଥ ହେଲେ ଆଉ ୬୫ କରୋନା ଆକ୍ରାନ୍ତ

4/06/2020 at 3:35 PM

ଭୁବବେଶ୍ୱର, ୦୬୦୪ ରାଜ୍ୟରେ ଆହୁରି ୬୫ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାସହ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୧ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମର ୧୪ଜଣ ଥିବା ବେଳେ ଜଗତସିଂପୁର ଓ କେନ୍ଦ୍ରପଡ଼ାର ୧୦ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକକୁ ୮, କେଉଁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଧାରୁ ୩, ବାଲେସ୍ୱର ଓ ଯାଜପୁରରୁ ୨ଜଣ ଓ ଢେଙ୍କାନାଳ, ଝାରସୁଗୁଡା ଓ କନ୍ଧମାଳରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ରାଜ୍ୟରେ ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୭୮ରେ ପହଞ୍ଚିଛି ।

   Related Posts