Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ରାଜଧାନୀରୁ ଆଉ ୬୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୧୮୦

3/11/2020 at 6:37 PM

ଭୁବନେଶ୍ୱର, ୦୩।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୭୯ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୫୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୧୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭୦ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts