Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ରାଜଧାନୀରୁ ଆଉ ୭୪ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୧୪

2/11/2020 at 4:56 PM

ଭୁବନେଶ୍ୱର, ୨।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୭୪  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୧୦ରେ ପହଞ୍ଚିଛି ।ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୯୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୬୮ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts