Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||

ଭଲ ଖବର: ସୁସ୍ଥ ହେଲେ ଆଉ ୫୮୧ କରୋନା ଆକ୍ରାନ୍ତ

27/07/2020 at 7:10 PM

ଭୁବନେଶ୍ୱର, ୨୭|୦୭ : ରାଜ୍ୟରେ ରବିବାର ଆଉ ୫୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୭୩ରେ ପହଁଚିଛି ।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମର ୧୬୦, ଖୋର୍ଧାର ୭୭, ଗଜପତିର ୪୩, କଟକର ୩୪, ମାଲକାନଗିରିର ୩୨, ବରଗଡର ୨୫, ଭଦ୍ରକର ୨୩, କେଉଁଝରର ୧୯, ଅନୁଗୋଳର ୧୭ ଓ କନ୍ଧମାଳର ୧୭ଜଣ ରହିଛନ୍ତି । ସେହିପରି ଜଗତସିଂପୁର ଓ ସମ୍ବଲପୁରରୁ ୧୪ ଜଣ ଲେଖାଏଁ, ମୟୂରଭଞ୍ଜରୁ ୧୨, ରାୟଗଡାରୁ ୧୨, ସୁନ୍ଦରଗଡରୁ ୧୨, ବାଲେଶ୍ୱରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରାପଡାରୁ ୯, ପୁରୀରୁ ୯, ଢେଙ୍କାନାଳରୁ ୮ ଜଣ ସୁସ୍ଥ ହୋଇଛନ୍ତି । ଏତତ୍ ବ୍ୟତୀତ ଯାଜପୁରରୁ ୭, ବଲାଙ୍ଗୀରରୁ ୬, ବୌଦ୍ଧରୁ ୫, ଦେବଗଡରୁ ୩, ନବରଙ୍ଗପୁରରୁ ୨, କୋରାପୁଟ ଓ ନୟାଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

   Related Posts