Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ରାଜଧାନୀରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ୮୮ କରୋନା ପଜିଟିଭ୍ ଚିହ୍ନଟ, ୨୦୦୦ ତଳକୁ ଖସିଲା ଆକ୍ଟିଭ୍ କେସ ସଂଖ୍ୟା

27/10/2020 at 5:03 PM

ଭୁବନେଶ୍ୱର, ୨୭।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୮  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୮୨ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭ ଜଣ ରହିଥିବା ବେଳେ ୭୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୩୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୬୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୫୮ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts