Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ଶୀତ -୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ

15/12/2019 at 10:07 PM

ଭୁବନେଶ୍ୱର ୧୫।୧୨ – ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତର ଓଡ଼ିଶାରେ ଶୀତ ବଢିବ । ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ । ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଶୀତ ବଢିବ । କେନ୍ଦୁଝର, ସମ୍ବଲପୁର, ଓ ସୁନ୍ଦରଗଡରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରହିଛି । ମୟୁରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କଟକ, ପୁରୀ, ଖୋର୍ଦ୍ଧା, ବାଲେଶ୍ବର, ଯାଜପୁର, ଭଦ୍ରକ ଜିଲ୍ଲାରେ ୪୮ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ଲାଗି ରହିବ ।

 ତେବେ ଏହି ସମୟ ମଧ୍ୟରେ ଭଜିବିଲିଟି ୧୫୦ରୁ ୨୦୦ ମିଟର ରହିବ ।ତେବେ ଯଦି ଦମ୍ପତ୍ତ୍ତିଙ୍କ ଘରେ ରହୁଥିବା ଭଡାଟିଆଙ୍କ ତଥ୍ୟ ପେ।ଲିସ ନିକଟରେ ଥାଆନ୍ତା ତା ହେଲେ ଅପରାଧୀଙ୍କୁ ଧରିବାରେ ସହଜ ହେ।ଇଥାଆନ୍ତା ବେ।ଲି କହିଛନ୍ତି ସହରବାସୀ ।

   Related Posts