Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୩୭୭୯ କରୋନା ଆକ୍ରାନ୍ତ

24/09/2020 at 8:08 PM

ଭୁବନେଶ୍ୱର, ୨୪ ।୦୯:  ଗୁରୁବାର ରାଜ୍ୟରେ ଆଉ ୩୭୭୯ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧୦୪୪ ରେ ପହଁଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୨୭, ପୁରୀରୁ ୧୫୮, ବାଲେଶ୍ୱରରୁ ୧୫୫, ବରଗଡରୁ ୧୫୨, ଝାରସୁଗୁଡାରୁ ୧୫୨, କନ୍ଧମାଳରୁ ୧୩୫, ମୟୂରଭଞ୍ଜରୁ ୧୩୫, ସମ୍ବଲପୁରରୁ ୧୨୭, ରାୟଗଡାରୁ ୧୧୮ ଓ ଯାଜପୁରରୁ ୧୧୩ ଜଣ ଆରୋଗ୍ୟଲାଭ କରିଛନ୍ତି ।

ସେହିପରି ଜଗତସିଂହପୁରରୁ ୧୦୫, ଗଞ୍ଜାମରୁ ୯୯, ବଲାଙ୍ଗୀରରୁ ୯୮, ଭଦ୍ରକରୁ ୯୨, ନବରଙ୍ଗପୁରରୁ ୮୧, ନୂଆପଡାରୁ ୭୭, କେଉଁଝରରୁ ୭୬, ଢେଙ୍କାନାଳରୁ ୭୪, କେନ୍ଦ୍ରାପଡାରୁ ୬୯, କୋରାପୁଟରୁ ୬୯, କଳାହାଣ୍ଡିରୁ ୬୫, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୨, ଗଜପତିରୁ ୫୮, ନୟାଗଡରୁ ୪୭, ମାଲକାନଗିରିରୁ ୪୬, ବୌଦ୍ଧରୁ ୪୪, ଅନୁଗୋଳରୁ ୩୯, ଦେବଗଡରୁ ୭ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts