Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ଗାଁରେ ବ୍ୟାପିଲା ଝାଡାବାନ୍ତି, ୧୫ରୁ ଉର୍ଦ୍ଧ୍ବ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି

4/08/2019 at 11:47 AM

ନୀଳଗିରି ୪|୮: ବାଲେଶ୍ଵର ଜିଲ୍ଲା ଔପଦା ବ୍ଲକ୍ ବାଇଗଡ଼ିଆ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି । ଗାଁର ୧୫ରୁ ଉର୍ଦ୍ଧ୍ବ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ପ୍ରଥମେ ସେମାନଙ୍କୁ ଖନ୍ତାପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବାଲେଶ୍ବର ମେଡିକାଲକୁ  ସ୍ଥାନାନ୍ତର କରାଯାଇଛି । 

ସୂଚନା ଅନୁଯାୟୀ ଗାଁରେ ଗତ ଶୁକ୍ରବାର ଦିନ ଜଣଙ୍କ ସୁଧିକ୍ରିଆରେ ଭୋଜି ଖାଇବା ପରେ ଏପରି ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି ।

   Related Posts