ଗାଁରେ ବ୍ୟାପିଲା ଝାଡାବାନ୍ତି, ୧୫ରୁ ଉର୍ଦ୍ଧ୍ବ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି
4/08/2019 at 11:47 AM

ନୀଳଗିରି ୪|୮: ବାଲେଶ୍ଵର ଜିଲ୍ଲା ଔପଦା ବ୍ଲକ୍ ବାଇଗଡ଼ିଆ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି । ଗାଁର ୧୫ରୁ ଉର୍ଦ୍ଧ୍ବ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ପ୍ରଥମେ ସେମାନଙ୍କୁ ଖନ୍ତାପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବାଲେଶ୍ବର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁଯାୟୀ ଗାଁରେ ଗତ ଶୁକ୍ରବାର ଦିନ ଜଣଙ୍କ ସୁଧିକ୍ରିଆରେ ଭୋଜି ଖାଇବା ପରେ ଏପରି ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି ।
Related Posts
କଳାକନା ବୁଲାଇଦେଲେ ଲୁଟେରା, ଗୋଟିଏ ଦିନରେ ୨ଟି ମନ୍ଦିରରୁ ଚୋରି
27 February 2021