Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

୨୫ ଏକରରୁ ଉର୍ଦ୍ଧ୍ବ ଗଞ୍ଜେଇ ଚାଷ ନଷ୍ଟ, ଯାହାର ଆନୁମାନିକ ମୂଲ୍ୟ ୧ କୋଟିରୁ ଅଧିକ

28/11/2020 at 9:03 PM

ମୁନିଗୁଡା୨୮/୧୧: ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପୋଡି ନଷ୍ଟ କରାଯାଇଛି । ଶନିବାର ଚନ୍ଦ୍ରପୁର ଥାନା ଅନ୍ତର୍ଗତ ଖାମପଦର ଓ ଖାମୁଣ୍ଡି ଅଞ୍ଚଳ ଜଙ୍ଗଲରେ ବେଆଇନ ଭାବେ ଲଗାଯାଇଥିବା ୨୫ ଏକରରୁ ଉର୍ଦ୍ଧ୍ବ ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଛି।

 ଏହାର ଅନୁମାନିକ ମୂଲ୍ୟ ୧ କୋଟିରୁ ଉର୍ଦ୍ଧ୍ବ ହେବ । ଆଜି ମୁନିଗୁଡା SDPOଙ୍କ ନେତୃତ୍ୱରେ ଅବକାରୀ, ପୋଲିସ ଓ ବନବିଭାଗ ତରଫରୁ ଚନ୍ଦ୍ରପୁର ଭଳି ଉପାନ୍ତ ଅଞ୍ଚଳରେ ଲାଗିଥିବା ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି ।

   Related Posts