Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ଜଗତସିଂହପୁର ଜିଲ୍ଲାର ୫୦ରୁ ଉର୍ଦ୍ଧ ବୁଥରେ ଇଭିଏମରେ ତ୍ରୁଟି

29/04/2019 at 8:40 AM

ଜଗତସିଂହପୁର ୨୯/୪ : ରାଜ୍ୟରେ ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ | ୬ ଲୋକସଭା ଏବଂ ୪୧ ବିଧାନସଭା ଆସନ ପାଇଁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି | ଜଗତସିଂହପୁର ଜିଲ୍ଲାରେ ୧୦୪୭ ଟି ବୁଥ୍ କରାଯାଇଛି | ଜଗତସିଂହପୁର ଜିଲ୍ଲାର ୫୦ରୁ ଉର୍ଦ୍ଧ ବୁଥରେ ଇଭିଏମ ମେସିନରେ ତ୍ରୁଟି ଦେଖାଦେଇଛି | ଇଭିଏମରେ ତ୍ରୁଟି ଯୋଗୁଁ ମତଦାନ ବାଧାପ୍ରାପ୍ତ ହୋଇଛି | ଲୋକେ ସକାଳ ୭ଟାରୁ ଆସି ନିଜ ମତଦାନ ସାବ୍ୟସ୍ତ କରିବାକୁ ଅପେକ୍ଷା କରି ରହିଛନ୍ତି | ଯାହାଫଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି |


୧୦୯ ନମ୍ଵର୍ ବୁଥ୍ , ବାଲିକୁଦା ଏରସମା ଅନ୍ତର୍ଗତ ୧୩୯ନମ୍ବର ବୁଥ୍ , ନାଉଗାଁ ବ୍ଲକ ଓଡାପେଙ୍ଗା ୧୯୧ ନମ୍ବର ବୁଥ୍, ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ମାଛଗାଁ ୨୫୭ ଓ ୨୬୦ ନମ୍ବର ବୁଥରେ ଇଭିଏମ ଅଚଳ ହୋଇଯାଇଛି | ଯାହାଫଳରେ ଏବେ ପର୍ଯ୍ୟନ୍ତ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇନାହିଁ |

   Related Posts