Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ; ସକାଳ ୬ଟା ୩୦ରୁ ଦିନ ୧୦ଟା ଯାଏଁ ଚାଲିବ

23/03/2019 at 5:11 PM

ଭୁବନେଶ୍ବର ୨୩।୩: ଏପ୍ରିଲ ୨ରୁ ସକାଳୁଆ ହେବ ସ୍କୁଲ । ସକାଳ ୬ଟା ୩୦ରୁ ଦିନ ୧୦ଟା ଯାଏଁ ଚାଲିବ ସ୍କୁଲ । ମେ’ ୬ରୁ ଖରାଛୁଟି ଆରମ୍ଭ ହେବ । ଦିନ ୧୦ଟାରେ ମଧ୍ୟାହ୍ନଭୋଜନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମାର୍ଚ୍ଚ ଶେଷ ସୁଦ୍ଧା ସମସ୍ତ ପରୀକ୍ଷା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିୟମ ଲାଗୁ ହେବ । ଏପ୍ରିଲ ୨ରେ ସ୍କୁଲରେ ପ୍ରବେଶ ଉତ୍ସବ ପାଳନ ହେବ ।

   Related Posts