Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||
  • ପଶ୍ଚିମବଙ୍ଗ-ବାଂଲାଦେଶକୁ ମୁହାଁଇଲା ଭୀଷଣ ଅବପାତ, ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ମୁମ୍ବାଇ ସିଟି ସେଣ୍ଟର ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ମଲ୍‌ରେ ଥିଲେ ପ୍ରାୟ ୩୦୦ ଲୋକ
  • ||

ଦୁର୍ଦ୍ଦାନ୍ତ ଅପରାଧୀ କୈଳାସ ଗିରଫ, ଅଭିଯୁକ୍ତ ବିରୋଧରେ ଲାଗୁ ହେଲା ‘ଜାତୀୟ ନିରାପତ୍ତା ଆଇନ୍’

24/06/2020 at 2:53 PM

ବ୍ରହ୍ମପୁର୨୪/୬: ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇଛନ୍ତି ଦୁର୍ଦ୍ଦାନ୍ତ ଅପରାଧୀ କୈଳାସ। ବ୍ରହ୍ମପୁର ବଡ ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ଅଞ୍ଚଳର ଆତଙ୍କ ରାଜ୍ ଖେଳାଇ ଗିରଫ ହୋଇଛନ୍ତି ଦୁର୍ଦ୍ଦାନ୍ତ ଅପରାଧୀ କୈଳାସ ଘଡେଇ। ପୋଲିସ୍‌ର ସୂଚନା ଅନୁସାରେ କୈଳାସଙ୍କ ବିରୋଧରେ ଜାତୀୟ ନିରାପତ୍ତା ଆଇନ୍ ଲାଗୁ ହୋଇଛି। ବଡ ବଜାର ଥାନାରେ ହତ୍ୟା, ହତ୍ୟା ଉଦ୍ୟମ, ଲୁଟ୍ ତରାଜ୍ ଭଳି ୧୦ଟି ସଂଗୀନ୍ ମାମଲା ରହିଥିବା ପୁଲିସ୍ କହିଛି। ପୂର୍ବରୁ ଗିରଫ ହୋଇଥିବା ବେଳେ ତାଙ୍କ ବିରୋଧରେ ଜାତୀୟ ନିରାପତ୍ତା ଆଇନ୍ ଲଗାଇବାକୁ ବ୍ରହ୍ମପୁର ପୁଲିସ୍ ଜିଲ୍ଲାପାଳଙ୍କ ନିକଟରେ ଆବେଦନ କରିଥିଲା। ଜିଲ୍ଲାପାଳ ତାକୁ ଆଜି ଅନୁମୋଦନ କରିଥିବା ବ୍ରହ୍ମପୁର ଏସ୍.ପି ପିନାକ ମିଶ୍ର କହିଛନ୍ତି।

   Related Posts