Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ଦୁଇ ନାବାଳକକୁ ହତ୍ୟା କରି ମାଆର ଆତ୍ମହତ୍ୟା : ହତ୍ୟା ସନ୍ଦେହ

9/09/2019 at 8:18 AM

କଳାହାଣ୍ଡି ୯/୯: ଭବାନୀପାଟଣା ସଦରଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଜନ୍ମ କଲା ଦୁଇ ପୁଅକୁ ସ୍ବାମୀର ଅନୁପସ୍ଥିତିରେ  ଗଳା କାଟି ହତ୍ୟା କରି ପରେ ନିଜେ ମାଆ ରେଳ ଲାଇନରେ ଗଳା କାଟି ଆତ୍ମହତ୍ୟା କରିଥିବା ଜଣାପଡିଛି ।

ମୃତ ଦୁଇ ପୁଅ ରବିନ୍ଦ୍ର ମାଝି ( ୪) ଦୁଷ୍ମନ୍ତ ମାଝି (୬) ଓ ମୃତକ ମାଆ ହେଲେ ବିମଳା ମାଝି । ଏନେଇ ପରିବାର ବର୍ଗ ହତ୍ୟା ସନ୍ଦେହ କରୁଥିବା ବେଳେ ଭବାନୀପାଟଣା ସଦରଥାନା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts