Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ, ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଘଟିଛି ଏଭଳି

25/01/2021 at 11:20 AM

ଅନୁଗୋଳ ୨୫।୧: ଅନୁଗୋଳ ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମହୁତି ଉଦ୍ୟମ । କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରୁଥିବା ବେଳେ ଉଦ୍ଧାର କଲା ପୋଲିସ ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ତାଳଚେର ଗୋବରା ଗାଁର ଦମୟନ୍ତୀ ବେହେରା ଏବଂ ତାଙ୍କ ପୁଅ ଜିଲ୍ଲାପାଳ ଅଫିସ୍ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି । ପୈତୃକ ସମ୍ପତ୍ତି ଭାଗବଣ୍ଟା ନ ହେବାରୁ ଉଭୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ନିଜ ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରୁଥିବା ବେଳେ ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଛି ।

   Related Posts