Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଘର ଭିତରୁ ମିଳିଲା ମାର ଝୁଲନ୍ତା ମୃତ ଦେହ, ତଳେ ପଡି ରହିଛି ମୃତ ଝିଅର କ୍ଷତାକ୍ତ ଶରୀର

18/12/2020 at 10:07 PM

କଟକ ୧୮।୧୨: କଟକ ବିଡାନାସୀ ଥାନା ଅନ୍ତର୍ଗତ ସେଲଟର ଛକ ଷ୍ଟେଟବ୍ୟାଙ୍କ କଲୋନୀରେ ଶୁକ୍ରବାର ସନ୍ଧ୍ୟାରେ ଘଟିଛି ଅଘଟଣ। ଘର ଭିତରୁ ମାଆ ଝିଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମାଆର ମୃତଦେହ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଘର ଭିତରେ ୭ ମାସ ଝିଅର କ୍ଷତାକ୍ତ ମୃତଦେହ ପଡି ରହିଛି।

ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବିଡାନାସୀ ପୋଲିସର ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିଛି। ପାରିପାର୍ଶ୍ଵିକ ସ୍ଥିତିକୁ ଦେଖିଲେ ହତ୍ୟା କରାଯାଇଥିବା ଲାଗୁଛି। ମୃତ ମହିଳା ଜଣକ ହେଉଛନ୍ତି ବନସ୍ମିତା ଓଝା। ସେ ଜଣେ ବ୍ୟାଙ୍କ କର୍ମଚାରୀ ବୋଲି ସୂଚନା ରହିଛି। ମୃତଦେହ ଜବତ କରି ଘଟଣା ତଦନ୍ତ ଆରମ୍ଭ କରିଛି ପୋଲିସ।

   Related Posts